Bible Language

Psalms 131 (ORV) Oriya Old BSI Version

1 ଆରୋହଣ-ଗୀତ; ଦାଉଦଙ୍କ ରଚିତ ହେ ସଦାପ୍ରଭୋ, ମୋʼ ଅନ୍ତଃକରଣ ଅହଙ୍କାରୀ ନୁହେଁ, ଅବା ମୋʼ ଦୁଷ୍ଟି ଉଚ୍ଚ ନୁହେଁ; କିଅବା ମୁଁ ମହତ୍ ମହତ୍ ବ୍ୟାପାରରେ, ଅଥବା ମୋʼ ପ୍ରତି ବୋଧାତୀତ ଆଶ୍ଚର୍ଯ୍ୟ ବିଷୟମାନଙ୍କରେ ପ୍ରୟାସ କରୁ ନାହିଁ
2 ନିଶ୍ଚୟ ମୁଁ ଆପଣା ପ୍ରାଣକୁ ଶା; କ୍ଷା; କରିଅଛି, ସ୍ତନ୍ୟତ୍ୟାଗୀ ଶିଶୁ ଆପଣା ମାତା ସଙ୍ଗେ ଥିବା ପରି; ମୋʼ ପ୍ରାଣ ମୋʼ ସଙ୍ଗରେ ସ୍ତନ୍ୟତ୍ୟାଗୀ ଶିଶୁ ପରି ଅଛି
3 ହେ ଇସ୍ରାଏଲ, ଆଜିଠାରୁ ଅନନ୍ତକାଳ ସଦାପ୍ରଭୁଙ୍କ ଠାରେ ଭରସା ରଖ