|
|
1. ଆହା, ଅନ୍ୟ ଦେଶୀୟମାନେ ଯେପରି ତୁମ୍ଭ ସାକ୍ଷାତରେ କମ୍ପମାନ ହେବେ, ଏଥିପାଇଁ ତୁମ୍ଭ ବିପକ୍ଷଗଣକୁ ତୁମ୍ଭ ନାମ ଜ୍ଞାତ କରାଇବା ନିମନ୍ତେ,
|
1. Oh that H3863 thou wouldest rend H7167 the heavens H8064 , that thou wouldest come down H3381 , that the mountains H2022 might flow down H2151 at thy presence H4480 H6440 ,
|
2. ଅଗ୍ନି ଝାଟି ଜ୍ୱଳାଇବା ପରି, ଅଗ୍ନି ଜଳ ଫୁଟାଇବା ପରି ଯଦି ତୁମ୍ଭେ ଆକାଶମଣ୍ଡଳ ବିଦୀର୍ଣ୍ଣ କରି ଓହ୍ଲାଇ ଆସନ୍ତ ଓ ପର୍ବତଗଣ ତୁମ୍ଭ ସାକ୍ଷାତରେ ପ୍ରବାହିତ ହୁଅନ୍ତେ !
|
2. As when the melting H2003 fire H784 burneth H6919 , the fire H784 causeth the waters H4325 to boil H1158 , to make thy name H8034 known H3045 to thine adversaries H6862 , that the nations H1471 may tremble H7264 at thy presence H4480 H6440 !
|
3. ଯେତେବେଳେ ତୁମ୍ଭେ ଆମ୍ଭମାନଙ୍କର ଅନପେକ୍ଷିତ ଭୟାନକ କ୍ରିୟା କଲ, ସେତେବେଳେ ତୁମ୍ଭେ ଓହ୍ଲାଇ ଆସିଲ, ପର୍ବତଗଣ ତୁମ୍ଭ ସାକ୍ଷାତରେ ପ୍ରବାହିତ ହେଲେ।
|
3. When thou didst H6213 terrible things H3372 which we looked not for H6960 H3808 , thou camest down H3381 , the mountains H2022 flowed down H2151 at thy presence H4480 H6440 .
|
4. କାରଣ ଯେ ଆପଣା ଅପେକ୍ଷାକାରୀ ପକ୍ଷରେ କାର୍ଯ୍ୟ ସାଧନ କରନ୍ତି, ଲୋକେ ପ୍ରାଚୀନ କାଳରୁ ତୁମ୍ଭ ଛଡ଼ା ଅନ୍ୟ ପରମେଶ୍ୱର ବିଷୟ ଶୁଣି ନାହାନ୍ତି, ଅଥବା କର୍ଣ୍ଣ ଜ୍ଞାତ ହୋଇ ନାହିଁ, କିଅବା ଚକ୍ଷୁ ଦେଖି ନାହିଁ।
|
4. For since the beginning of the world H4480 H5769 men have not H3808 heard H8085 , nor H3808 perceived by the ear H238 , neither H3808 hath the eye H5869 seen H7200 , O God H430 , beside H2108 thee, what he hath prepared H6213 for him that waiteth H2442 for him.
|
5. ଯେଉଁ ଲୋକ ଆନନ୍ଦରେ ଧର୍ମାଚରଣ କରେ, ଯେଉଁମାନେ ତୁମ୍ଭ ପଥରେ ତୁମ୍ଭକୁ ସ୍ମରଣ କରନ୍ତି, ତୁମ୍ଭେ ସେମାନଙ୍କ ସହିତ ସାକ୍ଷାତ କରିଥାଅ; ଦେଖ, ତୁମ୍ଭେ କ୍ରୁଦ୍ଧ ଥିଲ ଓ ଆମ୍ଭେମାନେ ପାପ କଲୁ; ଆମ୍ଭେମାନେ ଦୀର୍ଘ କାଳ ତହିଁରେ ରହିଅଛୁ, ଆମ୍ଭେମାନେ କି ପରିତ୍ରାଣ ପାଇବା ?
|
5. Thou meetest H6293 H853 him that rejoiceth H7797 and worketh H6213 righteousness H6664 , those that remember H2142 thee in thy ways H1870 : behold H2005 , thou H859 art wroth H7107 ; for we have sinned H2398 : in those is continuance H5769 , and we shall be saved H3467 .
|
6. କାରଣ ଆମ୍ଭେ ସମସ୍ତେ ଅଶୁଚି ଲୋକ ତୁଲ୍ୟ ହୋଇଅଛୁ ଓ ଆମ୍ଭମାନଙ୍କର ଧର୍ମକର୍ମସବୁ ଅଶୁଚି ବସ୍ତ୍ର ତୁଲ୍ୟ ଅଟେ ଓ ଆମ୍ଭେ ସମସ୍ତେ ପତ୍ର ତୁଲ୍ୟ ଜୀର୍ଣ୍ଣ ହେଉଅଛୁ; ଆଉ, ଆମ୍ଭମାନଙ୍କର ଅପରାଧସବୁ ବାୟୁ ପରି ଆମ୍ଭମାନଙ୍କୁ ଉଡ଼ାଇ ନିଏ।
|
6. But we are H1961 all H3605 as an unclean H2931 thing , and all H3605 our righteousnesses H6666 are as filthy H5708 rags H899 ; and we all H3605 do fade H5034 as a leaf H5929 ; and our iniquities H5771 , like the wind H7307 , have taken us away H5375 .
|
7. ପୁଣି, ଯେ ତୁମ୍ଭ ନାମରେ ପ୍ରାର୍ଥନା କରେ, ଯେ ତୁମ୍ଭକୁ ଧରିବା ପାଇଁ ଆପଣାକୁ ଉତ୍ତେଜିତ କରେ, ଏପରି କେହି ନାହିଁ; କାରଣ ତୁମ୍ଭେ ଆମ୍ଭମାନଙ୍କଠାରୁ ଆପଣା ମୁଖ ଲୁଚାଇଅଛ ଓ ଆମ୍ଭମାନଙ୍କର ଅପରାଧ ଦ୍ୱାରା ଆମ୍ଭମାନଙ୍କୁ କ୍ଷୟ କରିଅଛ।
|
7. And there is none H369 that calleth H7121 upon thy name H8034 , that stirreth up himself H5782 to take hold H2388 of thee: for H3588 thou hast hid H5641 thy face H6440 from H4480 us , and hast consumed H4127 us, because H3027 of our iniquities H5771 .
|
8. ମାତ୍ର ଏବେ ହେ ସଦାପ୍ରଭୁ, ତୁମ୍ଭେ ଆମ୍ଭମାନଙ୍କର ପିତା ଅଟ; ଆମ୍ଭେମାନେ ମୃତ୍ତିକା, ତୁମ୍ଭେ ଆମ୍ଭମାନଙ୍କର କୁମ୍ଭକାର; ପୁଣି, ଆମ୍ଭେ ସମସ୍ତେ ତୁମ୍ଭର ହସ୍ତକୃତ କର୍ମ।
|
8. But now H6258 , O LORD H3068 , thou H859 art our father H1 ; we H587 are the clay H2563 , and thou H859 our potter H3335 ; and we all H3605 are the work H4639 of thy hand H3027 .
|
9. ହେ ସଦାପ୍ରଭୁ, ଅତ୍ୟନ୍ତ କ୍ରୁଦ୍ଧ ହୁଅ ନାହିଁ, କିଅବା ଚିର କାଳ ଅପରାଧ ମନରେ ରଖ ନାହିଁ; ଆମ୍ଭେମାନେ ବିନତି କରୁ, ଦେଖ, ଦୃଷ୍ଟି କର, ଆମ୍ଭେ ସମସ୍ତେ ତୁମ୍ଭର ଲୋକ।
|
9. Be not wroth H7107 H408 very sore H5704 H3966 , O LORD H3068 , neither H408 remember H2142 iniquity H5771 forever H5703 : behold H2005 , see H5027 , we beseech thee H4994 , we are all H3605 thy people H5971 .
|
10. ତୁମ୍ଭର ପବିତ୍ର ନଗରସବୁ ପ୍ରାନ୍ତର ହୋଇଅଛି, ସିୟୋନ ପ୍ରାନ୍ତର ହୋଇଅଛି, ଯିରୂଶାଲମ ଧ୍ୱଂସସ୍ଥାନ ହୋଇଅଛି।
|
10. Thy holy H6944 cities H5892 are H1961 a wilderness H4057 , Zion H6726 is H1961 a wilderness H4057 , Jerusalem H3389 a desolation H8077 .
|
11. ଆମ୍ଭମାନଙ୍କର ପିତୃଲୋକମାନେ ଯେଉଁ ସ୍ଥାନରେ ତୁମ୍ଭର ପ୍ରଶଂସା କଲେ, ଆମ୍ଭମାନଙ୍କର ସେହି ପବିତ୍ର ଓ ସୁନ୍ଦର ଗୃହ ଅଗ୍ନିରେ ଦଗ୍ଧ ହୋଇଅଛି ଓ ଆମ୍ଭମାନଙ୍କର ମନୋରମ୍ୟ ବିଷୟସବୁ ଉଚ୍ଛିନ୍ନ ହୋଇଅଛି।
|
11. Our holy H6944 and our beautiful H8597 house H1004 , where H834 our fathers H1 praised H1984 thee, is H1961 burned up H8316 with fire H784 : and all H3605 our pleasant things H4261 are H1961 laid waste H2723 .
|
12. ହେ ସଦାପ୍ରଭୁ, ଏହିସବୁ ହେଲେ ହେଁ ତୁମ୍ଭେ କି ଆପଣାକୁ କ୍ଷାନ୍ତ କରି ରଖିବ ? ତୁମ୍ଭେ କି ତୁନି ହୋଇ ରହି ଆମ୍ଭମାନଙ୍କୁ ଅତ୍ୟନ୍ତ କ୍ଲେଶ ଦେବ ? PE
|
12. Wilt thou refrain thyself H662 for H5921 these H428 things , O LORD H3068 ? wilt thou hold thy peace H2814 , and afflict H6031 us very sore H5704 H3966 ?
|