Bible Versions
Bible Books

1 Chronicles 25:18 (ORV) Oriya Old BSI Version

1 ଆହୁରି ଆସଫର ହେମନର ଯିଦୂଥୂନର ସନ୍ତାନଗଣ ମଧ୍ୟରୁ ଦାଉଦ ସେନାପତି- ମାନେ କେତେକଙ୍କୁ ବୀଣା, ନେବଲ କରତାଳ ଦ୍ଵାରା ଭବିଷ୍ୟଦ୍ବାକ୍ୟ ପ୍ରଚାରର ସେବାକାର୍ଯ୍ୟ ନିମନ୍ତେ ପୃଥକ କଲେ; ପୁଣି ଆପଣା ଆପଣା ସେବାନୁସାରେ କର୍ମକାରୀ-ମାନଙ୍କ ସଂଖ୍ୟା ଏହି
2 ଆସଫର ସନ୍ତାନମାନଙ୍କ କଥା; ଆସଫର ସନ୍ତାନ ସକ୍କୁର୍ ଯୋଷେଫ ନଥନୀୟ ଅସାରେଲ; ଏମାନେ ଆସଫର ହସ୍ତାଧୀନରେ ରାଜାଜ୍ଞାନୁସାରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କଲେ
3 ଯିଦୂଥୂନର କଥା; ଯିଦୂଥୂନର ସନ୍ତାନ ଗଦଲୀୟ ସରୀ ଯିଶାୟାହ, ହଶବୀୟ ମତ୍ତଥୀୟ, ଛଅ ଜଣ; ଏମାନେ ଆପଣାମାନଙ୍କ ପିତା ଯିଦୂଥୂନର ହସ୍ତାଧୀନରେ ବୀଣା ଦ୍ଵାରା ସଦାପ୍ରଭୁଙ୍କର ଧନ୍ୟବାଦ ପ୍ରଶଂସା କରି ଭବିଷ୍ୟଦ୍ବାକ୍ୟ ପ୍ରଚାର କଲେ
4 ହେମନର କଥା; ହେମନର ସନ୍ତାନ ବୁକ୍କୀୟ, ମତ୍ତନୀୟ, ଉଷୀୟେଲ୍, ଶବୂୟେଲ୍ ଯିରେମୋତ୍, ହନାନୀୟ, ହନାନି, ଇଲୀୟାଥା, ଗିଦ୍ଦଲ୍ତି ରୋମାମ୍ତି-ଏଷର୍, ଯଶ୍ବକାଶା, ମଲ୍ଲୋଥି, ହୋଥୀର୍, ମହସୀୟୋତ୍;
5 ଏସମସ୍ତେ ଶୃଙ୍ଗଧ୍ଵନି କରିବା ନିମନ୍ତେ ପରମେଶ୍ଵରଙ୍କ ବାକ୍ୟ ବିଷୟରେ ରାଜାଙ୍କର ଦର୍ଶକ ହେମନର ପୁତ୍ର ଥିଲେ ପରମେଶ୍ଵର ହେମନକୁ ଚଉଦ ପୁତ୍ର ତିନି କନ୍ୟା ଦେଲେ
6 ଏସମସ୍ତେ ପରମେଶ୍ଵରଙ୍କ ଗୃହର ସେବାକାର୍ଯ୍ୟାର୍ଥେ କରତାଳ, ନେବଲ ବୀଣା ଦ୍ଵାରା ସଦାପ୍ରଭୁଙ୍କ ଗୃହରେ ଗାନ କରିବା ପାଇଁ ଆପଣାମାନଙ୍କ ପିତାଙ୍କ ହସ୍ତାଧୀନରେ ଥିଲେ; ଆସଫ, ଯିଦୂଥୂନ୍ ହେମନ ରାଜାଜ୍ଞାଧୀନ ଥିଲେ
7 ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନକାର୍ଯ୍ୟରେ ଶିକ୍ଷିତ ନିପୁଣ ଏସମସ୍ତେ ଏମାନଙ୍କ ଭ୍ରାତୃଗଣ ସଂଖ୍ୟାରେ ଦୁଇ ଶହ ଅଠାଶୀ ଜଣ ଥିଲେ
8 ଏଉତ୍ତାରେ ସେମାନେ ସାନ ବଡ଼, ଶିକ୍ଷକ, ଛାତ୍ର, ସମସ୍ତଙ୍କ ରକ୍ଷଣୀୟ ନିମନ୍ତେ ସମାନ ରୂପେ ଗୁଲିବାଣ୍ଟ କଲେ
9 ତହୁଁ ଆସଫ ନିମନ୍ତେ ଯୋଷେଫ ପକ୍ଷରେ ପ୍ରଥମ ବାଣ୍ଟ ଉଠିଲା; ଦ୍ଵିତୀୟ ଗଦଲୀୟ ପକ୍ଷରେ; ସେ ତାହାର ଭ୍ରାତା ପୁତ୍ରମାନେ ବାର ଜଣ ଥିଲେ
10 ତୃତୀୟ ସକ୍କୁର୍ ପକ୍ଷରେ; ତାହାର ପୁତ୍ର ଭ୍ରାତୃଗଣ ବାର ଜଣ
11 ଚତୁର୍ଥ ଯିଷ୍ରି ପକ୍ଷରେ; ତାହାର ପୁତ୍ର ଭ୍ରାତୃଗଣ ବାର ଜଣ;
12 ପଞ୍ଚମ ନଥନୀୟ ପକ୍ଷରେ; ତାହାର ପୁତ୍ର ଭ୍ରାତୃଗଣ ବାର ଜଣ
13 ଷଷ୍ଠ ବୁକ୍କୀୟ ପକ୍ଷରେ; ତାହାର ପୁତ୍ର ଭ୍ରାତୃଗଣ ବାର ଜଣ
14 ସପ୍ତମ ଯିଶାରେଲା ପକ୍ଷରେ; ତାହାର ପୁତ୍ର ଭ୍ରାତୃଗଣ ବାର ଜଣ
15 ଅଷ୍ଟମ ଯିଶାୟାହ ପକ୍ଷରେ; ତାହାର ପୁତ୍ର ଭ୍ରାତୃଗଣ ବାର ଜଣ;
16 ନବମ ମତ୍ତନୀୟ ପକ୍ଷରେ; ତାହାର ପୁତ୍ର ଭ୍ରାତୃଗଣ ବାର ଜଣ
17 ଦଶମ ଶିମୀୟି ପକ୍ଷରେ; ତାହାର ପୁତ୍ର ଭ୍ରାତୃଗଣ ବାର ଜଣ;
18 ଏକାଦଶ ଅସାରେଲ ପକ୍ଷରେ; ତାହାର ପୁତ୍ର ଭ୍ରାତୃଗଣ ବାର ଜଣ;
19 ଦ୍ଵାଦଶ ହଶବୀୟ ପକ୍ଷରେ ଉଠିଲା, ତାହାର ପୁତ୍ର ଭ୍ରାତୃଗଣ ବାର ଜଣ;
20 ତ୍ରୟୋଦଶ ପାଇଁ ଶବୂୟେଲ; ତାହାର ପୁତ୍ର ଭ୍ରାତୃଗଣ ବାର ଜଣ;
21 ଚତୁର୍ଦ୍ଦଶ ପାଇଁ ମତ୍ତଥୀୟ, ତାହାର ପୁତ୍ର ଭ୍ରାତୃଗଣ ବାର ଜଣ;
22 ପଞ୍ଚଦଶ ପାଇଁ ଯିରେମୋତ୍, ତାହାର ପୁତ୍ର ଭ୍ରାତୃଗଣ ବାର ଜଣ;
23 ଷୋଡ଼ଶ ପାଇଁ ହନାନୀୟ, ତାହାର ପୁତ୍ର ଭ୍ରାତୃଗଣ ବାର ଜଣ;
24 ସପ୍ତଦଶ ପାଇଁ ଯଶ୍ବକାଶା, ତାହାର ପୁତ୍ର ଭ୍ରାତୃଗଣ ବାର ଜଣ;
25 ଅଷ୍ଟାଦଶ ପାଇଁ ହନାନି, ତାହାର ପୁତ୍ର ଭ୍ରାତୃଗଣ ବାର ଜଣ;
26 ଊନବିଂଶ ପାଇଁ ମଲ୍ଲେଥି, ତାହାର ପୁତ୍ର ଭ୍ରାତୃଗଣ ବାର ଜଣ;
27 ବିଂଶ ପାଇଁ ଇଲୀୟାଥା, ତାହାର ପୁତ୍ର ଭ୍ରାତୃଗଣ ବାର ଜଣ;
28 ଏକବିଂଶ ପାଇଁ ହୋଥୀର୍, ତାହାର ପୁତ୍ର ଭ୍ରାତୃଗଣ ବାର ଜଣ;
29 ଦ୍ଵାବିଂଶ ପାଇଁ ଗିଦ୍ଦଲ୍ତି, ତାହାର ପୁତ୍ର ଭ୍ରାତୃଗଣ ବାର ଜଣ;
30 ତ୍ରୟୋବିଂଶ ପାଇଁ ମହସୀୟୋତ୍, ତାହାର ପୁତ୍ର ଭ୍ରାତୃଗଣ ବାର ଜଣ;
31 ଚତୁର୍ବିଂଶ ପାଇଁ ରୋମାମ୍ତି-ଏଷର୍, ତାହାର ପୁତ୍ର ଭ୍ରାତୃଗଣ ବାର ଜଣ ଗୁଲିବାଣ୍ଟରେ ଉଠିଲେ
Copy Rights © 2023: biblelanguage.in; This is the Non-Profitable Bible Word analytical Website, Mainly for the Indian Languages. :: About Us .::. Contact Us
×

Alert

×