Bible Versions
Bible Books

Psalms 150 (ORV) Oriya Old BSI Version

1 ତୁମ୍ଭମାନେେ ସଦାପ୍ରଭୁଙ୍କର ପ୍ରଶଂସା କର। ପରମେଶ୍ବରଙ୍କର ପବିତ୍ର ମନ୍ଦିରରେ ତାଙ୍କର ପ୍ରଶଂସା କର !ତାଙ୍କର ଶକ୍ତିରୁ ଉତ୍ପନ୍ନ ଶୂନ୍ଯମଣ୍ଡଳରେ ତାଙ୍କର ପ୍ରଶଂସା କର।
2 ପରମେଶ୍ବର କରିଥିବା ସମସ୍ତ ମହାନ୍ କାର୍ୟ୍ଯ ନିମନ୍ତେ ତାଙ୍କର ପ୍ରଶଂସା କର। ତାଙ୍କର ମହାନତା ପାଇଁ ତାଙ୍କୁ ପ୍ରଶଂସା କର।
3 ତୂରୀ ଧ୍ବନିରେ ପରମେଶ୍ବରଙ୍କର ପ୍ରଶଂସା କର। ନବେଲ ବୀଣା ୟନ୍ତ୍ରରେ ତାଙ୍କର ପ୍ରଶଂସା କର !
4 ଦାରା ବାଦ୍ଯ ନୃତ୍ଯଦ୍ବାରା ପରମେଶ୍ବର ପ୍ରଶଂସା କର। ତାରୟୁକ୍ତ ୟନ୍ତ୍ର ବଂଶୀରେ ତାଙ୍କର ପ୍ରଶଂସା କର।
5 ଉଚ୍ଚ କରତାଳିରେ ପରମେଶ୍ବରଙ୍କର ପ୍ରଶଂସା କର। ଉଚ୍ଚ କରତାଳି ଧ୍ବନିରେ ତାଙ୍କର ପ୍ରଶଂସା କର।
6 ନିଶ୍ବାସ ପ୍ରଶ୍ବାସଧାରୀ ପ୍ରେତ୍ୟକକ ପ୍ରାଣୀ ସଦାପ୍ରଭୁଙ୍କର ପ୍ରଶଂସା କର !ତୁମ୍ଭମାନେେ ସଦାପ୍ରଭୁଙ୍କର ପ୍ରଶଂସା କର !
1 Praise H1984 ye the LORD H3050 . Praise H1984 God H410 EDS in his sanctuary H6944 : praise H1984 him in the firmament H7549 B-CMS of his power H5797 CMS-3MS .
2 Praise H1984 him for his mighty acts H1369 : praise H1984 him according to his excellent H7230 greatness H1433 .
3 Praise H1984 him with the sound H8629 of the trumpet H7782 : praise H1984 him with the psaltery H5035 and harp H3658 .
4 Praise H1984 him with the timbrel H8596 and dance H4234 : praise H1984 him with stringed instruments H4482 and organs H5748 W-NMS .
5 Praise H1984 him upon the loud H8088 cymbals H6767 : praise H1984 him upon the high sounding H8643 NFS cymbals H6767 .
6 Let every H3605 NMS thing that hath breath H5397 praise H1984 the LORD H3050 . Praise H1984 ye the LORD H3050 .
Copy Rights © 2023: biblelanguage.in; This is the Non-Profitable Bible Word analytical Website, Mainly for the Indian Languages. :: About Us .::. Contact Us
×

Alert

×