Bible Versions
Bible Books

1 Chronicles 24 (ORV) Oriya Old BSI Version

1 ହାରୋଣଙ୍କ ପୁତ୍ରମାନଙ୍କର ଦଳ ଏହି ପ୍ରକାର ଥିଲା : ହାରୋଣଙ୍କ ପୁତ୍ରମାନେ ଥିଲେ ନାଦବ୍, ଅବୀହୂ, ଇଲିଯାସର ଈଥାମର।
2 କିନ୍ତୁ ନାଦବ୍, ଅବୀହୂ ସମାନଙ୍କେ ପିତାଙ୍କ ମୃତ୍ଯୁ ପୂର୍ବରୁ ମରଣ ଲଭିଥିଲେ। ଆଉ ନାଦବ୍ ଅବୀହୂଙ୍କର କୌଣସି ପୁତ୍ର ସନ୍ତାନ ଥିଲେ। ତେଣୁ ଇଲିଯାସର ଈଥାମର ଯାଜକରୂପେ ସବୋକାର୍ୟ୍ଯ କଲେ।
3 ଦାଉଦ ଇଲିଯାସରଙ୍କ ପରିବାରବର୍ଗ ଈଥାମରଙ୍କ ବଂଶକୁ ଦୁଇଟି ଭିନ୍ନ ଦଳ ରେ ବିଭକ୍ତ କରିଥିଲେ। ସହେି ଦଳମାନେ ସମାନଙ୍କେୁ ଦତ୍ତ କାର୍ୟ୍ଯ ଯେପରି ସୂଚାରୁରୂପେ କରିପାରନ୍ତି, ସେଥିନିମନ୍ତେ ଦାଉଦ ଏହିପରି କରିଥିଲେ। ସାଦୋକ୍ ଅହୀମଲେକ୍ଙ୍କ ସାହାର୍ୟ୍ଯ ରେ ଏହା କରିଥିଲେ। ସାଦୋକ୍ ଇଲିଯାସରଙ୍କ ବଂଶଧର ଅହୀମଲେକ୍ ଇଥାମରଙ୍କ ବଂଶଧର ଥିଲେ।
4
5 ପ୍ରତି ପରିବାରରୁ ଲୋକମାନେ ମନୋନୀତ ହାଇେଥିଲେ। ସମାନେେ ଗୁଳିବାଣ୍ଟ ଦ୍ବାରା ମନୋନୀତ ହାଇେଥିଲେ। ପବିତ୍ର ସ୍ଥାନର ଦାଯିତ୍ବ ରେ ରହିବା ନିମନ୍ତେ କେତଜେଣ ବ୍ଯକ୍ତିଙ୍କୁ ମନୋନୀତ କରାୟାଇଥିଲା। ଆଉ ଅନ୍ୟ ଜଣେ ବ୍ଯକ୍ତିଙ୍କୁ ଯାଜକକର୍ମ ନିମନ୍ତେ ମନୋନୀତ କରାୟାଇଥିଲା। ଏହି ସମସ୍ତ ବ୍ଯକ୍ତିମାନେ ଇଲିଯାସର ଈଥାମରଙ୍କ ବଂଶରୁ ଆସିଥିଲେ।
6 ଶମଯିଯ ସଂପାଦକ ଥିଲେ। ସେ ନଥନଲଙ୍କେ ପୁତ୍ର ଥିଲେ। ଶମଯିଯ ଲବେୀ ଗୋଷ୍ଠୀରୁ ଆସିଥିଲେ। ଶମଯିଯ ସହେି ବଂଶଧରମାନଙ୍କ ନାମ ଲେଖିଲେ। ସେ ସହେି ନାମଗୁଡ଼ିକୁ ରାଜା ଦାଉଦ ସହେି ନେତାଗଣ : ଯାଜକ ସାଦୋକ, ଅହୀମଲକେ, ଯାଜକମାନଙ୍କର ବଂଶଜ ନେତା ଲବେୀ ବଂଶଜ ନେତାମାନଙ୍କ ସମ୍ମୁଖ ରେ ଲେଖିଲେ। ଅହୀମଲକେ ଅବିଯାଥରଙ୍କ ପୁତ୍ର ଥିଲେ। ପ୍ରତିଥର ଗୁଳାବାଣ୍ଟ ଦ୍ବାରା ସମାନେେ ଜଣେ ବ୍ଯକ୍ତିକୁ ମନୋନୀତ କଲେ ଶମଯିଯ ସହେି ଲୋକର ନାମ ଲେଖି ରଖିଲେ। ତେଣୁ ସମାନେେ ଇଲିଯାସର ଈଥାମରଙ୍କ ପରିବାରର ବ୍ଯକ୍ତିମାନଙ୍କର ମଧ୍ଯ କାମକୁ ଭାଗ କରି ଦେଲେ।
7 ପ୍ରଥମ ଦଳ ଥିଲା ଯିହାୟୋଦାରରୀବଙ୍କ ଦଳ।
8 ତୃତୀୟ ଦଳ ଥିଲା ହାରୀମଙ୍କ ଦଳ।
9 ପଞ୍ଚମ ଦଳ ଥିଲା ମଲକିଯଙ୍କ ଦଳ।
10 ସପ୍ତମ ଦଳ ଥିଲା ହକ୍କୋସଙ୍କ ଦଳ।
11 ନବମ ଦଳ ଥିଲା ଯଶୂେଯଙ୍କ ଦଳ।
12 ଏକାଦଶ ଦଳ ଥିଲା ଇଲୀଯାଶୀବଙ୍କ ଦଳ।
13 ତ୍ରଯୋଦଶ ଦଳ ଥିଲା ହୁପ୍ପଙ୍କ ଦଳ।
14 ପଞ୍ଚଦଶ ଦଳ ଥିଲା ବିଲଗାଙ୍କ ଦଳ।
15 ସପ୍ତଦଶ ଦଳ ହଷେୀରଙ୍କ ଦଳ ଥିଲା।
16 ଊନବିଂଶ ଦଳ ଥିଲା ପଥାହିଯଙ୍କ ଦଳ।
17 ଏକବିଂଶ ଦଳ ଥିଲା ୟାଖୀନଙ୍କ ଦଳ।
18 ତ୍ରଯୋବିଂଶ ଦଳ ଥିଲା ଦଲାଯଙ୍କ ଦଳ।
19 ମନ୍ଦିର ରେ ସବୋକାର୍ୟ୍ଯ କରିବା ନିମନ୍ତେ ଏହି ଦଳଗୁଡ଼ିକ ମନୋନୀତ ହାଇେଥିଲେ। ମନ୍ଦିରର ସବୋକାର୍ୟ୍ଯ ପାଇଁ ହାରୋଣଙ୍କ ଦତ୍ତ ନିଯମର ସମାନେେ ବାଧ୍ଯ ହେଲେ। ଇଶ୍ରାୟେଲର ସଦାପ୍ରଭୁ ପରମେଶ୍ବର ହାରୋଣଙ୍କୁ ଏହି ନିଯମଗୁଡ଼ିକ ପ୍ରଦାନ କରିଥିଲେ।
20 ଲବେୀଙ୍କ ଅବଶିଷ୍ଟ ବଂଶଧରଙ୍କ ନାମ ଏହା ଥିଲା : ଅମ୍ରାମଙ୍କ ବଂଶଧରମାନଙ୍କ ମଧ୍ଯରୁ : ଶୂଯଲେ ଶବୂଯଲଙ୍କେ ବଂଶଧରମାନଙ୍କ ମଧ୍ଯରୁ : ଯହଦେିଯ
21 ରହବିଯରୁ : ୟିଶିଯ (ୟିଶିଯ ଜେଷ୍ଠ ପୁତ୍ର ଥିଲେ)
22 ୟିଶହରିଯ ପରିବାରବର୍ଗ ଲୋମୀତ୍।
23 ହିବ୍ରୋଣଙ୍କ ଜେଷ୍ଠପୁତ୍ର ଥିଲେ ୟିରିଯ।
24 ଉଷୀଯଲଙ୍କେ ପୁତ୍ର ଥିଲେ ମୀଖା।
25 ୟିଶିଯ ମୀଖାଙ୍କ ଭ୍ରାତା ଥିଲେ।
26 ମରାରିଙ୍କ ବଂଶଧରମାନେ ଥିଲେ ମହଲି
27 ମରାରିଙ୍କ ପୁତ୍ର ୟାସିଯଙ୍କ ପୁତ୍ରମାନେ ଥିଲେ : ବିନୋ, ଶୋହମ୍, ସକୂର ଇବ୍ରି।
28 ମହଲିଙ୍କ ପୁତ୍ର ଥିଲେ ଇଲିଯାସର। କିନ୍ତୁ ଇଲିଯାସରଙ୍କ ପୁତ୍ର ସନ୍ତାନ ଥିଲେ।
29 କୀଶଙ୍କ ପୁତ୍ର ଥିଲେ ୟିରହମଲେ।
30 ମୂଶିଙ୍କ ପୁତ୍ରମାନେ ଥିଲେ ମହଲି, ଏଦର ଯିରମୋେତ୍।
31 ସମାନେେ ବିଶଷେ କର୍ମ କରିବା ନିମନ୍ତେ ମନୋନୀତ ହାଇେଥିଲେ। ସମାନେେ ସମାନଙ୍କେର ଆତ୍ମୀଯ, ଯାଜକମାନଙ୍କ ପରି ଗୁଳାବାଣ୍ଟ କଲେ। ଯାଜକମାନେ ହାରୋଣଙ୍କ ବଂଶଧର ଥିଲେ। ସମାନେେ ରାଜା ଦାଉଦ, ସାଦୋକ, ଅହୀମଲକେ, ଯାଜକ ଏବଂ ଲବେୀୟ ବଂଶର ନେତାମାନଙ୍କ ସମ୍ମୁଖ ରେ ଗୁଳାବାଣ୍ଟ କଲେ। ଜେଷ୍ଠ ପରିବାର କନିଷ୍ଠ ପରିବାର ନିମନ୍ତେ ଯେତବେେଳେ କାର୍ୟ୍ଯ ସ୍ଥିର କରାଗଲା, ସେତବେେଳେ ସମାନଙ୍କେ ପ୍ରତି ସମାନ ବ୍ଯବହାର କରାଗଲା।
Copy Rights © 2023: biblelanguage.in; This is the Non-Profitable Bible Word analytical Website, Mainly for the Indian Languages. :: About Us .::. Contact Us
×

Alert

×