Bible Versions
Bible Books

2 Kings 19 (ORV) Oriya Old BSI Version

1 ଏଥିରେ ହିଜକୀୟ ରାଜା ତାହା ଶୁଣନ୍ତେ, ଆପଣା ବସ୍ତ୍ର ଚିରି ଅଖା ଘୋଡ଼ିହୋଇ ସଦାପ୍ରଭୁଙ୍କ ଗୃହକୁ ଗଲେ
2 ପୁଣି ରାଜଗୃହାଧ୍ୟକ୍ଷ ଇଲୀୟାକୀମ୍କୁ ଶିବ୍ନ ଲେଖକକୁ ଯାଜକମାନଙ୍କ ପ୍ରାଚୀନବର୍ଗକୁ ଅଖା ଘୋଡ଼ାଇ ଆମୋସର ପୁତ୍ର ଯିଶାଇୟ ଭବିଷ୍ୟଦ୍ବକ୍ତାଙ୍କ ନିକଟକୁ ପଠାଇଲେ
3 ତହିଁରେ ସେମାନେ ତାଙ୍କୁ କହିଲେ, ହିଜକୀୟ କହନ୍ତି, ଆଜି ଦିନ ଆପଦ ଅନୁଯୋଗ ଅପମାନର ଦିନ; କାରଣ ବାଳକଗଣ ପ୍ରସବ-ଦ୍ଵାରରେ ଉପସ୍ଥିତ, ମାତ୍ର ପ୍ରସବ କରିବାକୁ ଶକ୍ତି ନାହିଁ
4 ହୋଇପାରେ, ଜୀବିତ ପରମେଶ୍ଵରଙ୍କୁ ଧିକ୍କାର କରିବା ପାଇଁ ଆପଣା ପ୍ରଭୁ ଅଶୂରୀୟ ରାଜା ଦ୍ଵାରା ପ୍ରେରିତ ରବ୍ଶାକିର ସମସ୍ତ କଥା ସଦାପ୍ରଭୁ ତୁମ୍ଭ ପରମେଶ୍ଵର ଶୁଣିବେ, ପୁଣି ସଦାପ୍ରଭୁ ତୁମ୍ଭ ପରମେଶ୍ଵର ଯେଉଁ କଥା ଶୁଣିଅଛନ୍ତି, ତହିଁ ଲାଗି ଅନୁଯୋଗ କରିବେ; ଏହେତୁ ଯେଉଁ ଅବଶିଷ୍ଟାଂଶ ଅଛନ୍ତି, ସେମାନଙ୍କ ନିମନ୍ତେ ତୁମ୍ଭେ ପ୍ରାର୍ଥନା କର
5 ଏହିରୂପେ ହିଜକୀୟ ରାଜାଙ୍କର ଦାସମାନେ ଯିଶାଇୟଙ୍କ ନିକଟରେ ଉପସ୍ଥିତ ହେଲେ
6 ତହିଁରେ ଯିଶାଇୟ ସେମାନଙ୍କୁ କହିଲେ, ତୁମ୍ଭେମାନେ ଆପଣା ପ୍ରଭୁଙ୍କୁ କହିବ; ସଦାପ୍ରଭୁ ଏହା କହନ୍ତି, ଅଶୂରୀୟ ରାଜାର ଦାସମାନେ ଆମ୍ଭକୁ ନିନ୍ଦା କରିବାର ଯେଉଁ କଥା ତୁମ୍ଭେ ଶୁଣିଅଛ, ତହିଁରେ ଭୀତ ହୁଅ
7 ଦେଖ, ଆମ୍ଭେ ତାହା ମଧ୍ୟରେ ଏକ ଆତ୍ମା ଦେବା, ପୁଣି ସେ କୌଣସି ଜନରବ ଶୁଣି ଆପଣା ଦେଶକୁ ଫେରିଯିବ; ଆଉ ଆମ୍ଭେ ତାହାର ନିଜ ଦେଶରେ ଖଡ଼୍‍ଗ ଦ୍ଵାରା ତାହାକୁ ନିପାତ କରିବା
8 ଅନନ୍ତର ଅଶୂରୀୟ ରାଜା ଲାଖୀଶ୍ଠାରୁ ପ୍ରସ୍ଥାନ କରିଅଛି ବୋଲି ରବ୍ଶାକି ଶୁଣି ଫେରିଗଲା ତାହାକୁ ଲିବ୍ନା ବିରୁଦ୍ଧରେ ଯୁଦ୍ଧ କରୁଥିବାର ଦେଖିଲା;
9 ପୁଣି ଅଶୂରୀୟ ରାଜା କୂଶ ଦେଶୀୟ ତିର୍ହକ ରାଜା ବିଷୟରେ ଏହି କଥା ଶୁଣିଲା, ଦେଖ, ସେ ତୁମ୍ଭ ବିରୁଦ୍ଧରେ ଯୁଦ୍ଧ କରିବାକୁ ଆସିଅଛି ତହୁଁ ସେ ହିଜକୀୟଙ୍କ ନିକଟକୁ ପୁନର୍ବାର ଦୂତମାନଙ୍କୁ ପଠାଇ କହିଲା,
10 ତୁମ୍ଭେମାନେ ଯିହୁଦାର ରାଜା ହିଜକୀୟଙ୍କୁ ଏହି କଥା କହିବ, ଯିରୂଶାଲମ ଅଶୂରୀୟ ରାଜାର ହସ୍ତଗତ ହେବ ନାହିଁ, ଏହି କଥା କହି ତୁମ୍ଭର ବିଶ୍ଵାସଭୂମି ପରମେଶ୍ଵର ତୁମ୍ଭକୁ ଭୁଲାଉନ୍ତୁ
11 ଦେଖ, ଅଶୂରୀୟ ରାଜାମାନେ ବର୍ଜନୀୟ ରୂପେ ବିନାଶ କରିବା ଦ୍ଵାରା ସମୁଦାୟ ଦେଶ ପ୍ରତି ଯାହା କରିଅଛନ୍ତି, ତାହା ତୁମ୍ଭେ ଶୁଣିଅଛ; ତେବେ ତୁମ୍ଭେ କʼଣ ଉଦ୍ଧାର ପାଇବ?
12 ଆମ୍ଭ ପିତୃଲୋକମାନେ ଯେଉଁ ଗୋଶନ୍ ହାରୋଣ ରେତ୍ସଫ ଦେଶୀୟମାନଙ୍କୁ ତଲଃସର ନିବାସୀ ଏଦନ୍ ସନ୍ତାନମାନଙ୍କୁ ବିନାଶ କଲେ, ସେମାନଙ୍କର ଦେବତାମାନେ କʼଣ ସେମାନଙ୍କୁ ଉଦ୍ଧାର କଲେ?
13 ହମାତର ରାଜା ଅର୍ପଦର ରାଜା ସଫର୍ବୟିମ ନଗରର, ହେନାର ଅବ୍ବାର ରାଜା କାହାନ୍ତି?
14 ତହିଁରେ ହିଜକୀୟ ଦୂତମାନଙ୍କଠାରୁ ପତ୍ର ଗ୍ରହଣ କରି ତାହା ପାଠ କଲେ; ଆଉ ହିଜକୀୟ ସଦାପ୍ରଭୁଙ୍କ ଗୃହକୁ ଯାଇ ସଦାପ୍ରଭୁଙ୍କ ସମ୍ମୁଖରେ ତାହା ମେଲାଇଲେ
15 ଆଉ ହିଜକୀୟ ସଦାପ୍ରଭୁଙ୍କ ସମ୍ମୁଖରେ ପ୍ରାର୍ଥନା କରି କହିଲେ, ହେ କିରୂବଗଣ ଉପରେ ଉପବିଷ୍ଟ ସଦାପ୍ରଭୋ, ଇସ୍ରାଏଲର ପରମେଶ୍ଵର, ତୁମ୍ଭେ, କେବଳ ତୁମ୍ଭେ ପୃଥିବୀସ୍ଥ ସମୁଦାୟ ରାଜ୍ୟର ପରମେଶ୍ଵର ଅଟ; ତୁମ୍ଭେ ସ୍ଵର୍ଗ ପୃଥିବୀ ନିର୍ମାଣ କରିଅଛ
16 ହେ ସଦାପ୍ରଭୋ, ଆପଣା କର୍ଣ୍ଣ ଡେର ଶୁଣ; ହେ ସଦାପ୍ରଭୋ, ଆପଣା ଚକ୍ଷୁ ଫିଟାଅ ଦେଖ, ଜୀବିତ ପରମେଶ୍ଵଙ୍କୁ ଧିକ୍କାର କରିବା ପାଇଁ ସନ୍ହେରୀବ୍ ଯାହା କହି ପଠାଇଅଛି, ତାହାର ସେହି କଥା ଶୁଣ
17 ହେ ସଦାପ୍ରଭୋ, ଅଶୂରୀୟ ରାଜାମାନେ ନାନା ଗୋଷ୍ଠୀ ସେମାନଙ୍କ ଦେଶ ଉଚ୍ଛିନ୍ନ କରିଅଛନ୍ତି
18 ସେମାନଙ୍କ ଦେବତାଗଣକୁ ଅଗ୍ନିରେ ନିକ୍ଷେପ କରିଅଛନ୍ତି, ଏହା ସତ୍ୟ; କାରଣ ସେମାନେ ପରମେଶ୍ଵର ଥିଲେ, ମନୁଷ୍ୟର ହସ୍ତକୃତ କର୍ମ, କାଷ୍ଠ ପ୍ରସ୍ତରମାତ୍ର; ଏହେତୁ ସେହି ରାଜାମାନେ ସେମାନଙ୍କୁ ବିନାଶ କଲେ
19 ଏଣୁ ଏବେ, ହେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ଵର, ମୁଁ ବିନୟ କରୁଅଛି, ତାହାର ହସ୍ତରୁ ଆମ୍ଭମାନଙ୍କୁ ଉଦ୍ଧାର କର, ତହିଁରେ ତୁମ୍ଭେ, କେବଳ ତୁମ୍ଭେ ଯେ ସଦାପ୍ରଭୁ ପରମେଶ୍ଵର ଅଟ, ଏହା ପୃଥିବୀସ୍ଥ ସମୁଦାୟ ରାଜ୍ୟ ଜାଣିବେ
20 ଏଉତ୍ତାରେ ଆମୋସର ପୁତ୍ର ଯିଶାଇୟ ହିଜକୀୟଙ୍କ ନିକଟକୁ କହି ପଠାଇଲେ, ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଏହି କଥା କହନ୍ତି, ତୁମ୍ଭେ ଅଶୂରର ରାଜା ସନ୍ହେରୀବ୍ ବିରୁଦ୍ଧରେ ଆମ୍ଭ ନିକଟରେ ଯେଉଁ ପ୍ରାର୍ଥନା କରିଅଛ, ତାହା ଆମ୍ଭେ ଶୁଣିଲୁ
21 ସଦାପ୍ରଭୁ ତାହା ବିଷୟରେ ଏହି କଥା କହିଅଛନ୍ତି; ସିୟୋନର ଅନୂଢ଼ା କନ୍ୟା ତୁମ୍ଭକୁ ତୁଚ୍ଛ କରିଅଛି ତୁମ୍ଭକୁ ପରିହାସ କରିଅଛି, ଯିରୂଶାଲମର କନ୍ୟା ତୁମ୍ଭ ଆଡ଼େ ମୁଣ୍ତ ହଲାଇଅଛି
22 ତୁମ୍ଭେ କାହାକୁ ଧିକ୍କାର ନିନ୍ଦା କରିଅଛ? ତୁମ୍ଭେ କାହା ବିରୁଦ୍ଧରେ ଆପଣା ରବ ଉଚ୍ଚ କରିଅଛ ଆପଣା ଚକ୍ଷୁ ଊର୍ଦ୍ଧ୍ଵକୁ ଉଠାଇଅଛ? ଇସ୍ରାଏଲର ଧର୍ମସ୍ଵରୂପଙ୍କ ବିରୁଦ୍ଧରେ
23 ତୁମ୍ଭେ ଆପଣା ଦୂତମାନଙ୍କ ଦ୍ଵାରା ପ୍ରଭୁଙ୍କୁ ଧିକ୍କାର କରିଅଛ କହିଅଛ, ଆମ୍ଭେ ଆପଣା ବହୁସଂଖ୍ୟକ ରଥରେ ପର୍ବତଗଣର ଊର୍ଦ୍ଧ୍ଵକୁ, ଲିବାନୋନ୍ର ଅଭ୍ୟନ୍ତରକୁ ଆସିଅଛୁ; ଆଉ ଆମ୍ଭେ ତହିଁର ଉଚ୍ଚ ଏରସ ବୃକ୍ଷ ତହିଁର ଉତ୍କୃଷ୍ଟ ଦେବଦାରୁ ବୃକ୍ଷସବୁ କାଟି ପକାଇବା; ପୁଣି ଆମ୍ଭେ ତାହାର ଦୂରବର୍ତ୍ତୀ ବାସସ୍ଥାନରେ ତାହାର ଫଳପୂର୍ଣ୍ଣ କ୍ଷେତ୍ର ରୂପ ଅରଣ୍ୟରେ ପ୍ରବେଶ କରିବା
24 ଆମ୍ଭେ ଖୋଳି ଅଜ୍ଞାତ ଜଳ ପାନ କରିଅଛୁ, ଆଉ ଆମ୍ଭେ ଆପଣା ପଦତଳରେ ମିସରର ସବୁ ନଦୀ ଶୁଷ୍କ କରିବା
25 କିପରି ଆମ୍ଭେ ଦୀର୍ଘକାଳରୁ ଏହା ନିରୂପଣ କରିଅଛୁ ପୂର୍ବକାଳରୁ ଏହା ସ୍ଥିର କରିଅଛୁ, ଏହା କʼଣ ତୁମ୍ଭେ ଶୁଣି ନାହଁ? ତୁମ୍ଭେ ଯେ ପ୍ରାଚୀରବେଷ୍ଟିତ ନଗରମାନ ବିନାଶ କରି ସେସବୁକୁ ଢିପି କରିବ, ଏହା ଏବେ ଆମ୍ଭେ ସଫଳ କରିଅଛୁ
26 ଏହେତୁ ତନ୍ନିବାସୀଗଣ ଅଳ୍ପ ଶକ୍ତିବିଶିଷ୍ଟ ହେଲେ, ସେମାନେ ହତାଶ ଉଦ୍ବିଗ୍ନ ହେଲେ; ସେମାନେ କ୍ଷେତ୍ରର ଶାକ ନବୀନ ତୃଣ, ଗୃହ-ଛାତ-ଉପରିସ୍ଥ ଘାସ ଅପକ୍ଵ ଅବସ୍ଥାରେ ଶୁଷ୍କ-ଶସ୍ୟ ତୁଲ୍ୟ ହେଲେ
27 ମାତ୍ର ତୁମ୍ଭର ବସିବାର ବାହାରକୁ ଯିବାର ଭିତରକୁ ଆସିବାର ଆମ୍ଭ ବିରୁଦ୍ଧରେ ତୁମ୍ଭର କ୍ରୋଧ କରିବାର ଆମ୍ଭେ ଜାଣୁ
28 ତୁମ୍ଭେ ଆମ୍ଭ ବିରୁଦ୍ଧରେ କ୍ରୋଧ କରିଅଛ ତୁମ୍ଭର ଦର୍ପ କଥା ଆମ୍ଭ କର୍ଣ୍ଣରେ ଉପସ୍ଥିତ ହୋଇଅଛି, ଏହେତୁ ଆମ୍ଭେ ତୁମ୍ଭ ନାସିକାରେ ଆପଣା ଅଙ୍କୁଶ ତୁମ୍ଭ ଓଷ୍ଠାଧରରେ ଆପଣା ଲଗାମ ଦେବା, ପୁଣି ତୁମ୍ଭେ ଯେଉଁ ବାଟରେ ଆସିଲ, ସେହି ବାଟରେ ଆମ୍ଭେ ତୁମ୍ଭକୁ ଫେରାଇ ଦେବା
29 ଏଣୁ (ହେ ହିଜକୀୟ,) ତୁମ୍ଭ ପ୍ରତି ଏହି ଚିହ୍ନ ହେବ; ତୁମ୍ଭେମାନେ ଏହି ବର୍ଷ ସ୍ଵୟଂ ଉତ୍ପନ୍ନ ଶସ୍ୟ ଦ୍ଵିତୀୟ ବର୍ଷ ତହିଁରୁ ଅଙ୍କୁରିତ ଶସ୍ୟ ଭୋଜନ କରିବ; ପୁଣି ତୃତୀୟ ବର୍ଷ ତୁମ୍ଭେମାନେ ବୁଣ କାଟ ଦ୍ରାକ୍ଷାକ୍ଷେତ୍ର କରି ତହିଁର ଫଳ ଭୋଜନ କର
30 ପୁଣି ଯିହୁଦା-ବଂଶର ରକ୍ଷାପ୍ରାପ୍ତ ଅବଶିଷ୍ଟ ଲୋକମାନେ ପୁନର୍ବାର ତଳକୁ ଚେର ମାଡ଼ିବେ ଉପରେ ଫଳ ଫଳିବେ
31 କାରଣ ଯିରୂଶାଲମରୁ ଏକ ଅବଶିଷ୍ଟାଂଶ ଲୋକ ସିୟୋନ ପର୍ବତରୁ ରକ୍ଷାପ୍ରାପ୍ତ ଲୋକମାନେ ବାହାରିବେ; ସଦାପ୍ରଭୁଙ୍କ ଉଦ୍ଯୋଗ ଏହା ସିଦ୍ଧ କରିବ
32 ଏହେତୁ ସଦାପ୍ରଭୁ; ଅଶୂରୀୟ ରାଜା ବିଷୟରେ ଏହି କଥା କହନ୍ତି, ସେ ଏହି ନଗରକୁ ଆସିବ ନାହିଁ, ଅବା ସେଠାରେ ତୀର ମାରିବ ନାହିଁ, କିଅବା ତହିଁ ସମ୍ମୁଖକୁ ଢାଲ ଧରି ଆସିବ ନାହିଁ, ଅଥବା ତହିଁ ବିରୁଦ୍ଧରେ ବନ୍ଧ ବାନ୍ଧିବ ନାହିଁ
33 ସଦାପ୍ରଭୁ କହନ୍ତି, ସେ ଯେଉଁ ବାଟରେ ଆସିଲା, ସେହି ବାଟରେ ଫେରି ଯିବ ସେ ଏହି ନଗରକୁ ଆସିବ ନାହିଁ
34 କାରଣ ଆମ୍ଭେ ଆପଣା ସକାଶୁ ଆମ୍ଭ ଦାସ ଦାଉଦ ସକାଶୁ ଏହି ନଗରକୁ ରକ୍ଷା କରିବାକୁ ସପକ୍ଷ ହେବା
35 ଅନନ୍ତର ସେହି ରାତ୍ରି ସଦାପ୍ରଭୁଙ୍କ ଦୂତ ବାହାରି ଅଶୂରୀୟମାନଙ୍କ ଛାଉଣିରେ ଏକ ଲକ୍ଷ ପଞ୍ଚାଶୀ ସହସ୍ର ଲୋକ ସଂହାର କଲେ; ପୁଣି ଲୋକମାନେ ଅତି ପ୍ରଭାତରେ ଉଠନ୍ତେ, ଦେଖ, ସେସମସ୍ତେ ମୃତ ଶବ ହୋଇଅଛନ୍ତି
36 ତହିଁରେ ଅଶୂରର ରାଜା ସନ୍ହେରୀବ୍ ପ୍ରସ୍ଥାନ କଲା ଫେରିଯାଇ ନୀନିବୀରେ ବାସ କଲା
37 ଏଥିଉତ୍ତାରେ ସେ ଆପଣାର ନିଷ୍ରୋକ ନାମକ ଦେବତାର ଗୃହରେ ପୂଜା କରିବା ବେଳେ ତାହାର ଦୁଇ ପୁତ୍ର ଅଦ୍ରମ୍ମେଲକ୍ ଶରେତ୍ସର୍ ତାହାକୁ ଖଡ଼୍‍ଗରେ ବଧ କଲେ; ତହୁଁ ସେମାନେ ଆରାରାଟ ଦେଶକୁ ପଳାୟନ କଲେ ପୁଣି ତାହାର ପୁତ୍ର ଏସର୍ହଦ୍ଦୋନ୍ ତାହାର ପଦରେ ରାଜ୍ୟ କଲା
Copy Rights © 2023: biblelanguage.in; This is the Non-Profitable Bible Word analytical Website, Mainly for the Indian Languages. :: About Us .::. Contact Us
×

Alert

×