Bible Versions
Bible Books

Daniel 6 (ORV) Oriya Old BSI Version

1 ଦାରୀୟାବସ ସମୁଦାୟ ରାଜ୍ୟରେ ଏକଶତ ବିଂଶତି ଜଣ କ୍ଷିତିପାଳ ରାଜ୍ୟ ଉପରେ ନିଯୁକ୍ତ କରିବାକୁ
2 ସେହି କ୍ଷିତିପାଳମାନେ ଯେପରି ହିସାବ ଦେବେ ରାଜାର ଯେପରି କିଛି କ୍ଷତି ହେବ, ଏଥିପାଇଁ ସେମାନଙ୍କ ଉପରେ ତିନି ଜଣ ଅଧ୍ୟକ୍ଷ ନିଯୁକ୍ତ କରିବାକୁ ବିହିତ ବୁଝିଲା; ଏହି ତିନି ଜଣ ମଧ୍ୟରେ ଦାନିୟେଲ ଏକ ଜଣ ଥିଲେ
3 ଏହି ଦାନିୟେଲଙ୍କର ଅନ୍ତରରେ ଶ୍ରେଷ୍ଠ ଆତ୍ମା ଥିବାରୁ ସେ ଅଧ୍ୟକ୍ଷଗଣ କ୍ଷିତିପାଳମାନଙ୍କ ଅପେକ୍ଷା ବିଖ୍ୟାତ ହୋଇଥିଲେ; ଆଉ, ରାଜା ତାଙ୍କୁ ସମୁଦାୟ ରାଜ୍ୟ ଉପରେ ନିଯୁକ୍ତ କରିବାକୁ ମନସ୍ଥ କଲା
4 ଏଥିରେ ଅଧ୍ୟକ୍ଷ କ୍ଷିତିପାଳମାନେ ରାଜକର୍ମ ବିଷୟରେ ଦାନିୟେଲଙ୍କର ଦୋଷ ଅନୁସନ୍ଧାନ କଲେ; ମାତ୍ର ସେମାନେ କୌଣସି ଦୋଷ ଅବା ଅପରାଧ ପାଇ ପାରିଲେ ନାହିଁ, କାରଣ ସେ ବିଶ୍ଵସ୍ତ ଥିଲେ ତାଙ୍କର କୌଣସି ଭ୍ରାନ୍ତି ଅବା ଅପରାଧ ଦେଖା ଗଲା ନାହିଁ
5 ତହୁଁ ସେହି ଲୋକମାନେ କହିଲେ, ଆମ୍ଭେମାନେ ଦାନିୟେଲର ପରମେଶ୍ଵରଙ୍କ ବ୍ୟବସ୍ଥା ସମ୍ଵନ୍ଧରେ, ତାହାର ଦୋଷ ଧରିଲେ ଆଉ କୌଣସି ବିଷୟରେ ଦୋଷ ପାଇବା ନାହିଁ
6 ଏଥିରେ ଅଧ୍ୟକ୍ଷଗଣ କ୍ଷିତିପାଳମାନେ ରାଜା ନିକଟରେ ଏକତ୍ର ହୋଇ ତାହାକୁ ଏହି ପ୍ରକାର କହିଲେ, ମହାରାଜ ଦାରୀୟାବସ, ଚିରଜୀବୀ ହେଉନ୍ତୁ
7 ରାଜ୍ୟର ଅଧ୍ୟକ୍ଷଗଣ, ରାଜପ୍ରତିନିଧିଗଣ କ୍ଷିତିପାଳଗଣ, ମନ୍ତ୍ରୀ ଦେଶାଧ୍ୟକ୍ଷଗଣ ସମସ୍ତେ ଏକତ୍ର ମନ୍ତ୍ରଣା କରି ଏପରି ଏକ ରାଜାଜ୍ଞା ଦୃଢ଼ ନିଷେଧ-ବିଧି ସ୍ଥାପନ କରିବାକୁ ବିଚାର କରିଅଛନ୍ତି ଯେ, ଯଦି କେହି ତିରିଶ ଦିନ ପର୍ଯ୍ୟନ୍ତ ମହାରାଜାଙ୍କ ବିନା କୌଣସି ଦେବତା କିଅବା ମନୁଷ୍ୟର ନିକଟରେ ପ୍ରାର୍ଥନା କରିବ, ସେ ସିଂହମାନଙ୍କ ଗର୍ତ୍ତରେ ନିକ୍ଷିପ୍ତ ହେବ
8 ଏବେ ହେ ମହାରାଜ, ମାଦୀୟ ପାରସିକ-ମାନଙ୍କର ଅଟଳ ବ୍ୟବସ୍ଥାନୁସାରେ ଏହି ନିଷେଧ-ବିଧି ଯେପରି ପରିବର୍ତ୍ତିତ ହୁଏ, ଏଥିପାଇଁ ତାହା ସ୍ଥିର କରନ୍ତୁ ଏହି ଲେଖାରେ ସ୍ଵାକ୍ଷର କରନ୍ତୁ
9 ଏଣୁ ରାଜା ଦାରୀୟାବସ ସେହି ଲେଖା ନିଷେଧ-ବିଧିରେ ସ୍ଵାକ୍ଷର କଲା
10 ଅନନ୍ତର ଏହି ଲେଖା ସ୍ଵାକ୍ଷରିତ ହୋଇଅଛି ବୋଲି ଜାଣିଲା ଉତ୍ତାରେ ଦାନିୟେଲ ଆପଣା ଗୃହକୁ ଗଲେ; ତାଙ୍କ କୋଠରୀର ଝରକା ଯିରୂଶାଲମ ଆଡ଼େ ମେଲା ଥିଲା; ପୁଣି, ସେ ପୂର୍ବେ ଯେପରି କରିଥାଆନ୍ତି, ତଦନୁସାରେ ଦିନ ମଧ୍ୟରେ ତିନି ଥର ଆଣ୍ଠୁପାତି ପ୍ରାର୍ଥନା କଲେ ଆପଣା ପରମେଶ୍ଵରଙ୍କ ଛାମୁରେ ଧନ୍ୟବାଦ ପ୍ରଦାନ କଲେ
11 ଏଥିରେ ସେହି ଲୋକମାନେ ଏକତ୍ର ହୋଇ ଦାନିୟେଲଙ୍କୁ ତାଙ୍କର ପରମେଶ୍ଵରଙ୍କ ନିକଟରେ ପ୍ରାର୍ଥନା ନିବେଦନ କରିବାର ଦେଖିଲେ
12 ସେତେବେଳେ ସେମାନେ ରାଜାର ନିକଟକୁ ଯାଇ ରାଜକୀୟ ନିଷେଧ-ବିଧି ବିଷୟରେ ତାଙ୍କ ଛାମୁରେ କହିଲେ, ଯଥା; ହେ ମହାରାଜ, ଯେଉଁ କୌଣସି ଲୋକ ତିରିଶ ଦିନ ମଧ୍ୟରେ ଆପଣଙ୍କ ବିନା କୌଣସି ଦେବତା କି ମନୁଷ୍ୟର ନିକଟରେ ପ୍ରାର୍ଥନା କରିବ, ସେ ସିଂହମାନଙ୍କ ଗର୍ତ୍ତରେ ନିକ୍ଷିପ୍ତ ହେବ, ଏପରି ଏକ ନିଷେଧ ପତ୍ରରେ କି ଆପଣ ସ୍ଵାକ୍ଷର କରି ନାହାନ୍ତି? ରାଜା ଉତ୍ତର କରି କହିଲା, ମାଦୀୟ ପାରସିକମାନଙ୍କର ଅଟଳ ବ୍ୟବସ୍ଥାନୁସାରେ ତାହା ସ୍ଥିର ହୋଇଅଛି
13 ତହିଁରେ ସେମାନେ ରାଜା ଛାମୁରେ ଉତ୍ତର କରି କହିଲେ, ହେ ମହାରାଜ, ନିର୍ବାସିତ ଯିହୁଦୀ-ସନ୍ତାନଗଣ ମଧ୍ୟରେ ଜଣେ ଯେ ଦାନିୟେଲ, ସେ ଆପଣଙ୍କୁ କିଅବା ଆପଣଙ୍କ ସ୍ଵାକ୍ଷରିତ ନିଷେଧ ପତ୍ରକୁ ମାନ୍ୟ କରେ ନାହିଁ, ମାତ୍ର ଦିନ ମଧ୍ୟରେ ତିନି ଥର ପ୍ରାର୍ଥନା କରେ
14 ତହୁଁ ରାଜା କଥା ଶୁଣି ଅତିଶୟ ଅସନ୍ତୁଷ୍ଟ ହେଲା, ପୁଣି ଦାନିୟେଲଙ୍କୁ ଉଦ୍ଧାର କରିବା ପାଇଁ ତାଙ୍କ ବିଷୟରେ ମନୋଯୋଗ କଲା; ଆଉ, ତାଙ୍କୁ ରକ୍ଷା କରିବା ପାଇଁ ସୂର୍ଯ୍ୟାସ୍ତ ପର୍ଯ୍ୟନ୍ତ ଯନି କଲା
15 ଏଥିରେ ସେହି ଲୋକମାନେ ରାଜାର ନିକଟରେ ଏକତ୍ର ହୋଇ ରାଜାକୁ କହିଲେ, ହେ ମହାରାଜ, ଆପଣ ଜାଣନ୍ତୁ, ରାଜା କୌଣସି ନିଷେଧାଜ୍ଞା ଅବା ବିଧି ସ୍ଥାପନ କଲେ, ତାହା ଯେ ପରିବର୍ତ୍ତିତ ହୋଇ ପାରେ, ମାଦୀୟ ପାରସିକମାନଙ୍କର ଏପରି ଏକ ବ୍ୟବସ୍ଥା ଅଛି
16 ତହୁଁ ରାଜା ଆଜ୍ଞା କରନ୍ତେ, ସେମାନେ ଦାନିୟେଲଙ୍କୁ ଆଣି ସିଂହମାନଙ୍କ ଗର୍ତ୍ତରେ ନିକ୍ଷେପ କଲେ ପୁଣି, ରାଜା ଦାନିୟେଲଙ୍କୁ କହିଲା, ତୁମ୍ଭେ ନିତ୍ୟ ନିତ୍ୟ ଯେଉଁ ପରମେଶ୍ଵରଙ୍କର ସେବା କରୁଅଛ, ସେ ତୁମ୍ଭଙ୍କୁ ଉଦ୍ଧାର କରିବେ
17 ପୁଣି, ଏକ ପଥର ଅଣାଯାଇ ଗର୍ତ୍ତ ମୁଖରେ ଥୁଆଗଲା; ଆଉ, ଦାନିୟେଲଙ୍କ ବିଷୟରେ ଯେପରି କୌଣସି ପରିବର୍ତ୍ତନ ହେବ, ଏଥିପାଇଁ ରାଜା ଆପଣାର ମୁଦ୍ରାରେ ଆପଣା ଅମାତ୍ୟଗଣର ମୁଦ୍ରାରେ ତାହା ଅଙ୍କିତ କଲା
18 ଏଉତ୍ତାରେ ରାଜା ଆପଣା ଅଟ୍ଟାଳିକାକୁ ଯାଇ ଉପବାସରେ ରାତ୍ରି କ୍ଷେପଣ କଲା ବାଦ୍ୟଯନ୍ତ୍ରାଦି ତାହା ନିକଟକୁ ଅଣାଗଲା ନାହିଁ; ଆଉ, ତାହାର ନିଦ୍ରା ନୋହିଲା
19 ଅନନ୍ତର ରାଜା ଅତି ପ୍ରଭାତରୁ ଉଠି ଶୀଘ୍ର ସିଂହମାନଙ୍କ ଗର୍ତ୍ତ ନିକଟକୁ ଗଲା
20 ପୁଣି, ସେ ଗର୍ତ୍ତ ନିକଟରେ ଦାନିୟେଲଙ୍କ ପାଖରେ ଉପସ୍ଥିତ ହୋଇ ବିଳାପ ସ୍ଵରରେ ଡାକିଲା; ରାଜା ଦାନିୟେଲଙ୍କୁ କହିଲା, ହେ ଜୀବିତ ପରମେଶ୍ଵରଙ୍କ ସେବକ ଦାନିୟେଲ, ତୁମ୍ଭେ ନିତ୍ୟ ନିତ୍ୟ ଯାହାଙ୍କର ସେବା କରୁଅଛ, ତୁମ୍ଭର ସେହି ପରମେଶ୍ଵର ସିଂହମାନଙ୍କଠାରୁ ତୁମ୍ଭଙ୍କୁ ଉଦ୍ଧାର କରିବାକୁ କି ସମର୍ଥ ଅଟନ୍ତି?
21 ତହିଁରେ ଦାନିୟେଲ ରାଜାଙ୍କୁ କହିଲେ, ହେ ମହାରାଜ, ଚିରଜୀବୀ ହେଉନ୍ତୁ
22 ମୋର ପରମେଶ୍ଵର ଆପଣା ଦୂତ ପଠାଇ ସିଂହମାନଙ୍କ ମୁଖ ବନ୍ଦ କରିଅଛନ୍ତି ସେମାନେ ମୋର କ୍ଷତି କରି ନାହାନ୍ତି; କାରଣ ତାହାଙ୍କ ଛାମୁରେ ମୋର ନିର୍ଦ୍ଦୋଷତା ଦେଖାଗଲା; ପୁଣି, ହେ ମହାରାଜ, ମୁଁ ଆପଣଙ୍କ ସାକ୍ଷାତରେ ହିଁ କୌଣସି କ୍ଷତି କରି ନାହିଁ
23 ତହିଁରେ ରାଜା ଅତିଶୟ ଆନନ୍ଦିତ ହୋଇ ଦାନିୟେଲଙ୍କୁ ଗର୍ତ୍ତରୁ ଉଠାଇ ଆଣିବାକୁ ଆଜ୍ଞା ଦେଲା ତହୁଁ ଦାନିୟେଲ ଗର୍ତ୍ତରୁ ଉଠାଗଲେ ତାଙ୍କ ଶରୀରରେ କୌଣସି ପ୍ରକାର କ୍ଷତ ଦେଖା ଗଲା, କାରଣ ସେ ଆପଣା ପରମେଶ୍ଵରଙ୍କଠାରେ ବିଶ୍ଵାସ କରିଥିଲେ
24 ଅନନ୍ତର ରାଜା ଆଜ୍ଞା କରନ୍ତେ, ଲୋକମାନେ ଦାନିୟେଲଙ୍କର ଅପବାଦକାରୀମାନଙ୍କୁ ଆଣି, ସେମାନଙ୍କୁ, ସେମାନଙ୍କର ବାଳକ ସେମାନଙ୍କର ସ୍ତ୍ରୀମାନଙ୍କୁ ସିଂହମାନଙ୍କ ଗର୍ତ୍ତରେ ପକାଇଲେ; ପୁଣି, ସେମାନେ ଗର୍ତ୍ତର ତଳଭାଗରେ ପଡ଼ୁଣୁ ସିଂହମାନେ ସେମାନଙ୍କୁ ଆକ୍ରମଣ କରି ସେମାନଙ୍କର ଅସ୍ଥିସବୁ ଚୂର୍ଣ୍ଣ କଲେ
25 ସେତେବେଳେ ଦାରୀୟାବସ ସମୁଦାୟ ପୃଥିବୀ-ନିବାସୀ, ସମସ୍ତ ଗୋଷ୍ଠୀ, ଦେଶବାସୀ ଭାଷାବାଦୀ-ମାନଙ୍କ ନିକଟକୁ ପତ୍ର ଲେଖିଲା; ତୁମ୍ଭମାନଙ୍କ ପ୍ରତି ବାହୁଲ୍ୟ ରୂପରେ ଶାନ୍ତି ହେଉ
26 ମୁଁ ଏହି ଆଜ୍ଞା କରୁଅଛି ଯେ, ମୋର ରାଜ୍ୟସ୍ଥ ସମୁଦାୟ ପ୍ରଦେଶର ଲୋକମାନେ ଦାନିୟେଲଙ୍କର ପରମେଶ୍ଵରଙ୍କ ଛାମୁରେ କମ୍ପିତ ଭୀତ ହେଉନ୍ତୁ; କାରଣ ସେ ଜୀବିତ ପରମେଶ୍ଵର ନିତ୍ୟସ୍ଥାୟୀ ଅଟନ୍ତି ତାହାଙ୍କର ରାଜ୍ୟ ଅବିନାଶ୍ୟ ଅଟେ, ପୁଣି ତାହାଙ୍କର କର୍ତ୍ତୃତ୍ଵ ଶେଷ ପର୍ଯ୍ୟନ୍ତ ହିଁ ଥିବ;
27 ସେ ଉଦ୍ଧାର କରନ୍ତି ରକ୍ଷା କରନ୍ତି, ପୁଣି ସେ ସ୍ଵର୍ଗରେ ପୃଥିବୀରେ ଚିହ୍ନ ଅଦ୍ଭୁତ କ୍ରିୟା ସାଧନ କରନ୍ତି; ସେ ଦାନିୟେଲଙ୍କୁ ସିଂହମାନଙ୍କ ବଳରୁ ଉଦ୍ଧାର କରିଅଛନ୍ତି
28 ଏହିରୂପେ ଦାନିୟେଲ ଦାରୀୟାବସର ରାଜତ୍ଵ କାଳରେ ପାରସୀକ କୋରସର ରାଜତ୍ଵ କାଳରେ ଉନ୍ନତି ଲାଭ କଲେ
Copy Rights © 2023: biblelanguage.in; This is the Non-Profitable Bible Word analytical Website, Mainly for the Indian Languages. :: About Us .::. Contact Us
×

Alert

×