Bible Versions
Bible Books

Numbers 2 (ORV) Oriya Old BSI Version

1 ଅନନ୍ତର ସଦାପ୍ରଭୁ ମାଶାେ ହାରୋଣଙ୍କୁ କହିଲେ;
2 "ଇଶ୍ରାୟେଲର ଲୋକମାନେ ସମାଗମ ତମ୍ବୁର ଚତୁର୍ଦ୍ଦିଗ ରେ ଛାଉଣୀ ସ୍ଥାପନ କରିବେ। ପ୍ରେତ୍ୟକକ ଦଳ ରେ ତାଙ୍କ ନିଜ ଦଳର ଧ୍ବଜା ରହିବ। ଏବଂ ପ୍ରେତ୍ୟକକ ବ୍ଯକ୍ତିର ପାଖ ରେ ତା'ର ଦଳର ଧ୍ବଜା ପାଖ ରେ ଛାଉଣୀ ସ୍ଥାପନ କରିବ।
3 "ୟିହୂଦାର ବିଭାଗ ଛାଉଣୀ ସ୍ଥାପନ କରିବେ ତାଙ୍କ ଧ୍ବଜା ସହିତ ପୂର୍ବଦିଗର ସୂୟ୍ଯର୍ୋଦଯ ଆଡେ, ପୁଣି ଅମ୍ମୀନାଦବର ପୁତ୍ର ହଶାେନ ଯିହୁଦାର ଲୋକମାନଙ୍କର ନେତା ହବେ।
4 ତାଙ୍କର ସୈନ୍ଯ ସଂଖ୍ଯା
5 ତାହା ପାଖରେ ଇଷାଖର ବଂଶ ଛାଉଣି ସ୍ଥାପନ କରିବେ, ସୂୟାରର ପୁତ୍ର ନଥନେଲ ଇଷାଖର ସନ୍ତାନଗଣର ଅଧିପତି ହେବ;
6 ସହେି ସୈନ୍ଯ ସଂଖ୍ଯା 54,600 ହବେେ।
7 "ସବୁଲୂନର ଗୋଷ୍ଠୀ ମଧ୍ଯ ଯିହୁଦାର ପାଶର୍‌ବ ରେ ଛାଉଣୀ ସ୍ଥାପନ କରିବେ, ହେଲୋନର ପୁତ୍ର ଇଲୀଯାବ ସବୁଲୂନର ଲୋକମାନଙ୍କର ଅଧିପରି ହବେ।
8 ତାହାର ସୈନ୍ଯ ସଂଖ୍ଯା 57,400 ହବେ।
9 "ଯିହୁଦା ଛାଉଣୀର ସମୁଦାଯ ସୈନ୍ଯ ସଂଖ୍ଯା 1,86,400 ସମାନେେ ପ୍ରଥମେ ଅଗ୍ରସର ହବେେ।
10 "ରୁବନେ ବିଭାଗର ଛାଉଣୀର ଧ୍ବଜା ଦକ୍ଷିଣ ଦିଗକୁ ରହିବ। ଶଦଯେୂରର ପୁତ୍ର ଇଲୀଷୂର ରୁବନେ ଗୋଷ୍ଠୀର ଅଧିପତି ହବେ।
11 ତାଙ୍କର ସୈନ୍ଯବାହିନୀର ସୀମର୍ଥ୍ଯ
12 ତାହା ପାଖରେ ଶିମୀୟୋନ ବଂଶ ଛାଉଣି ସ୍ଥାପନ କରିବେ ସୂରୀଶଦ୍ଦୟର ପୁତ୍ର ଶଲୁମୀୟେଲ ଶିମୀୟୋନ-ସନ୍ତାନଗଣର ଅଧିପତି ହେବ;
13 ତାଙ୍କର ସୈନ୍ଯବାହିନୀର ସାମର୍ଥ୍ଯ
14 ତହୁଁ ଗାଦର ବଂଶ ରୁୟେଲର ପୁତ୍ର ଇଲୀୟାସଫ୍ ଗାଦ ସନ୍ତାନଗଣର ଅଧିପତି ହେବ;
15 ତାଙ୍କର ସୈନ୍ଯବାହିନୀର ସାମର୍ଥ୍ଯ
16 ରୁବେନ-ଛାଉଣିର ଗଣିତ ଲୋକମାନେ ଆପଣା ଆପଣା ସୈନ୍ୟାନୁସାରେ ଏକ ଲକ୍ଷ ଏକାବନ ହଜାର ଚାରି ଶହ ପଚାଶ ସେମାନେ ଦ୍ଵିତୀୟରେ ଅଗ୍ରସର ହେବେ
17 "ଏହାପରେ ଲବେୀୟମାନଙ୍କ ଛାଉଣୀ ସହିତ ସମାଗମ ତମ୍ବୁ ଛାଉଣୀ ମାନଙ୍କ ମଧ୍ଯବର୍ତ୍ତୀ ହାଇେ ଅଗ୍ରସର ହବେ। ସମାନେେ ସହେି ନିଯମ ରେ ଅଗ୍ରସର ହବେେ, ଯେପରି ଛାଉଣୀ ସ୍ଥାପନ କରିବେ, ସମସ୍ତେ ତାଙ୍କ ଧ୍ବଜା ପାଖ ରେ ସର୍ବଦା ରହିବେ।
18 "ଇଫ୍ରଯିମ ବିଭାଗର ଛାଉଣୀର ଧ୍ବଜା ପଶ୍ଚିମ ଦିଗକୁ ରହିବ। ପୁଣି ଅମ୍ମୀହୂଦର ପୁତ୍ର ଇଲୀଶାମା ଇଫ୍ରଯିମ ଲୋକମାନଙ୍କର ଅଧିପତି ହବେ।
19 ତାଙ୍କର ସୈନ୍ଯବାହିନୀର ସାମର୍ଥ୍ଯ
20 ତାହା ପାଖରେ ମନଃଶି ବଂଶ ରହିବେ, ପୁଣି ପଦାହସୂରର ପୁତ୍ର ଗମଲୀୟେଲ ମନଃଶି-ସନ୍ତାନମାନଙ୍କର ଅଧିପତି ହେବ;
21 ତାଙ୍କର ସୈନ୍ଯବାହିନୀର ସାମର୍ଥ୍ଯ
22 ତହୁଁ ବିନ୍ୟାମିନ ବଂଶ; ପୁଣି ଗିଦିୟୋନିର ପୁତ୍ର ଅବୀଦାନ୍ ବିନ୍ୟାମୀନ୍-ସନ୍ତାନଗଣର ଅଧିପତି ହେବ;
23 ତାଙ୍କର ସୈନ୍ଯବାହିନୀର ସାମର୍ଥ୍ଯ
24 ଇଫ୍ରୟିମ-ଛାଉଣିର ଗଣିତ ଲୋକମାନେ ଆପଣା ଆପଣା ସୈନ୍ୟାନୁସାରେ ଏକ ଲକ୍ଷ ଆଠହଜାର ଏକ ଶହ ସେମାନେ ତୃତୀୟରେ ଅଗ୍ରସର ହେବେ
25 "ଦାନ ବିଭାଗର ଛାଉଣୀର ଧ୍ବଜା ଉତ୍ତର ଦିଗକୁ ରହିବ। ଅମ୍ମୀଶଦ୍ଦଯର ପୁତ୍ର ଅହୀଯଷେର ଦାନ ସନ୍ତାନଗଣର ଅଧିପତି ହବେ।
26 ତାଙ୍କର ସୈନ୍ଯବାହିନୀର ସାମର୍ଥ୍ଯ
27 ତାହା ପାଖରେ ଆଶେର୍ ବଂଶର ଛାଉଣି ରହିବ; ଅକ୍ରଣର ପୁତ୍ର ପଗୀୟେଲ ଆଶେର-ସନ୍ତାନଗଣର ଅଧିପତି ହେବ;
28 ତାଙ୍କର ସୈନ୍ଯବାହିନୀର ସାମର୍ଥ୍ଯ
29 ତହୁଁ ନପ୍ତାଲି ବଂଶ; ଐନନର ପୁତ୍ର ଅହୀର ନପ୍ତାଲି-ସନ୍ତାନଗଣର ଅଧିପତି ହେବ;
30 ତାଙ୍କର ସୈନ୍ଯବାହିନୀର ସାମର୍ଥ୍ଯ
31 ଦାନ-ଛାଉଣିର ଗଣିତ ଲୋକମାନଙ୍କ ସଂଖ୍ୟା ଏକ ଲକ୍ଷ ସତାବନ ହଜାର ଛଅ ଶହ ସେମାନେ ଆପଣାମାନଙ୍କ ଧ୍ଵଜା ନେଇ ସମସ୍ତଙ୍କ ପଛେ ଅଗ୍ରସର ହେବେ
32 ସମାନେେ ସବୁ ଇଶ୍ରାୟେଲ ଲୋକମାନେ ସମାନେେ ନିଜର ପିତୃଗୃହ ଅନୁସାରେ ଗଣ୍ଯ ହେଲେ। ସମାନଙ୍କେର ଛାଉଣୀର ମାଟେ ସୈନ୍ଯ ସଂଖ୍ଯା ଗଣନା ଅନୁସାରେ
33 ମାତ୍ର ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଲେବୀୟମାନେ ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ ଗଣିତ ହେଲେ ନାହିଁ
34 ମାଶାଙ୍କେୁ ସଦାପ୍ରଭୁ ଯାହା ଆଜ୍ଞା ଦଇେଥିଲେ, ଇଶ୍ରାୟେଲର ଲୋକମାନେ ସେ ସମସ୍ତ କଲେ। ସମାନେେ ନିଜନିଜ ବଂଶ ନିକଟରେ ନିଜନିଜ ପିତୃଗୃହ ଅନୁସାରେ ଆପଣା ଧ୍ବଜା ନିକଟରେ ଛାଉଣୀ ସ୍ଥାପନ କଲେ ସହେିପରି ସମାନେେ ଅଗ୍ରସର ହେଲେ।
Copy Rights © 2023: biblelanguage.in; This is the Non-Profitable Bible Word analytical Website, Mainly for the Indian Languages. :: About Us .::. Contact Us
×

Alert

×