Bible Versions
Bible Books

Psalms 126 (ORV) Oriya Old BSI Version

1 ଆରୋହଣ-ଗୀତ ସଦାପ୍ରଭୁ ସିୟୋନର ଦାସତ୍ଵାବସ୍ଥା ପରିବର୍ତ୍ତନ କରିବା ବେଳେ ଆମ୍ଭେମାନେ ସ୍ଵପ୍ନଦର୍ଶକ-ମାନଙ୍କ ପରି ଥିଲୁ
2 ସେତେବେଳେ ଆମ୍ଭମାନଙ୍କ ମୁଖ ହାସ୍ୟରେ ଜିହ୍ଵା ଗାୟନରେ ପରିପୂର୍ଣ୍ଣ ହେଲା;
3 ସଦାପ୍ରଭୁ ଆମ୍ଭମାନଙ୍କ ପାଇଁ ମହତ କର୍ମ କରିଅଛନ୍ତି; ତହିଁ ସକାଶୁ ଆମ୍ଭେମାନେ ଆନନ୍ଦିତ ଅଛୁ
4 ହେ ସଦାପ୍ରଭୋ, ଦକ୍ଷିଣ ଦିଗର ସ୍ରୋତ ପରି ଆମ୍ଭମାନଙ୍କ ଦାସତ୍ଵାବସ୍ଥା ପରିବର୍ତ୍ତନ କର
5 ଯେଉଁମାନେ କାନ୍ଦି କାନ୍ଦି ବିହନ ବୁଣନ୍ତି, ସେମାନେ ଆନନ୍ଦ କରୁ କରୁ ଶସ୍ୟ କାଟିବେ
6 ଯଦ୍ୟପି ସେ ବିହନ ବହି କାନ୍ଦି କାନ୍ଦି ଆପଣା ପଥରେ ଯାଏ, ତଥାପି ସେ ବିଡ଼ା ଘେନି ଆନନ୍ଦ କରୁ କରୁ ନେଉଟି ଆସିବ
Copy Rights © 2023: biblelanguage.in; This is the Non-Profitable Bible Word analytical Website, Mainly for the Indian Languages. :: About Us .::. Contact Us
×

Alert

×