Bible Versions
Bible Books

Psalms 128 (ORV) Oriya Old BSI Version

1 ଆରୋହଣ-ଗୀତ ଯେଉଁମାନେ ସଦାପ୍ରଭୁଙ୍କୁ ଭୟ କରନ୍ତି ତାହାଙ୍କ ପଥରେ ଚାଲନ୍ତି, ସେମାନଙ୍କର ପ୍ରତ୍ୟେକ ଲୋକ ଧନ୍ୟ
2 କାରଣ ତୁମ୍ଭେ ଆପଣା ହସ୍ତକୃତ ପରିଶ୍ରମର ଫଳ ଭୋଜନ କରିବ;
3 ତୁମ୍ଭର ଭାର୍ଯ୍ୟା ତୁମ୍ଭ ଗୃହର ଅନ୍ତଃପୁରରେ ଫଳବତୀ ଦ୍ରାକ୍ଷାଲତା ତୁଲ୍ୟ ହେବ;
4 ଦେଖ, ସଦାପ୍ରଭୁଙ୍କୁ ଭୟ କରିବା ଲୋକ ଏହି ପ୍ରକାର ଆଶୀର୍ବାଦ ପ୍ରାପ୍ତ ହେବ
5 ସଦାପ୍ରଭୁ ସିୟୋନରୁ ତୁମ୍ଭକୁ ଆଶୀର୍ବାଦ କରିବେ;
6 ହଁ, ତୁମ୍ଭେ ଆପଣା ସନ୍ତାନଗଣର ସନ୍ତାନ ଦେଖିବ
Copy Rights © 2023: biblelanguage.in; This is the Non-Profitable Bible Word analytical Website, Mainly for the Indian Languages. :: About Us .::. Contact Us
×

Alert

×