Bible Versions
Bible Books

Psalms 130 (ORV) Oriya Old BSI Version

1 ଆରୋହଣ-ଗୀତ ହେ ସଦାପ୍ରଭୋ, ମୁଁ ଗଭୀର ଜଳରେ ଥାଇ ତୁମ୍ଭ ନିକଟରେ ଡାକ ପକାଇଅଛି
2 ହେ ପ୍ରଭୋ, ମୋʼ ରବ ଶୁଣ; ତୁମ୍ଭ କର୍ଣ୍ଣ ମୋʼ ବିନତି-ରବରେ ମନୋଯୋଗ କରୁ
3 ହେ ସଦାପ୍ରଭୋ, ତୁମ୍ଭେ ଯେବେ ଅପରାଧସବୁ ଧରିବ, ତେବେ ହେ ପ୍ରଭୋ, କିଏ ଠିଆ ହେବ?
4 ମାତ୍ର ତୁମ୍ଭଙ୍କୁ ଯେପରି ଭୟ କରାଯାଏ, ଏଥିପାଇଁ ତୁମ୍ଭଠାରେ କ୍ଷମା ଅଛି
5 ମୁଁ ସଦାପ୍ରଭୁଙ୍କର ଅପେକ୍ଷା କରୁଅଛି, ମୋʼ ପ୍ରାଣ ଅପେକ୍ଷା କରୁଅଛି,
6 ପ୍ରହରୀମାନେ ପ୍ରଭାତ ପାଇଁ ଚାହିଁ ରହିବା ଅପେକ୍ଷା ମୋʼ ପ୍ରାଣ ପ୍ରଭୁଙ୍କ ପାଇଁ ଅଧିକ ଚାହିଁ ରହେ;
7 ହେ ଇସ୍ରାଏଲ, ସଦାପ୍ରଭୁଙ୍କଠାରେ ଭରସା ରଖ;
8 ପୁଣି, ସେ ଇସ୍ରାଏଲକୁ ତାହାର ସମସ୍ତ ଅପରାଧରୁ ମୁକ୍ତ କରିବେ
Copy Rights © 2023: biblelanguage.in; This is the Non-Profitable Bible Word analytical Website, Mainly for the Indian Languages. :: About Us .::. Contact Us
×

Alert

×