Bible Versions
Bible Books

Psalms 134 (ORV) Oriya Old BSI Version

1 ଆରୋହଣ ଗୀତ ଦେଖ, ହେ ସଦାପ୍ରଭୁଙ୍କ ଦାସ- ସକଳ, ରାତ୍ରିକାଳରେ ସଦାପ୍ରଭୁଙ୍କ ଗୃହରେ ଠିଆ ହୋଇଥାଅ ଯେ ତୁମ୍ଭେମାନେ, ତୁମ୍ଭେମାନେ ସଦାପ୍ରଭୁଙ୍କର ଧନ୍ୟବାଦ କର
2 ତୁମ୍ଭେମାନେ ଧର୍ମଧାମ ଆଡ଼େ ଆପଣା ଆପଣା ହସ୍ତ ଉଠାଅ ସଦାପ୍ରଭୁଙ୍କର ଧନ୍ୟବାଦ କର
3 ଆକାଶ ପୃଥିବୀର ନିର୍ମାଣକର୍ତ୍ତା ସଦାପ୍ରଭୁ ସିୟୋନରୁ ତୁମ୍ଭକୁ ଆଶୀର୍ବାଦ କରନ୍ତୁ
Copy Rights © 2023: biblelanguage.in; This is the Non-Profitable Bible Word analytical Website, Mainly for the Indian Languages. :: About Us .::. Contact Us
×

Alert

×