Bible Versions
Bible Books

Psalms 34 (ORV) Oriya Old BSI Version

1 ମୁଁ ସର୍ବଦା ସଦାପ୍ରଭୁଙ୍କ ପ୍ରଶଂସା କରିବି। ତାଙ୍କର ପ୍ରଶଂସା ମାରେ ଓଠରେ ସବୁବେଳେ ଲାଗିରହିବ।
2 ବିନଯୀ ଲୋକମାନେ ଶୁଣ ଆନନ୍ଦିତ ହୁଅ। ମାରେ ଆତ୍ମା ସଦାପ୍ରଭୁଙ୍କ ଧ୍ଯାନରେ ବ୍ଯାକୁଳ ହେଉଅଛି।
3 ମାେ ସହିତ ପରମେଶ୍ବରଙ୍କ ମାହାତ୍ମ୍ଯ ପ୍ରକାଶ କର। ତାଙ୍କ ନାମର ମହିମା କୀର୍ତ୍ତନ କର।
4 ମୁଁ ପରମେଶ୍ବରଙ୍କୁ ପ୍ରାର୍ଥନା କଲି। ସେ ମାେତେ ସମସ୍ତ ଭୟରୁ ମୁକ୍ତି ପ୍ରଦାନ କଲେ।
5 ପରମେଶ୍ବରଙ୍କ ନିକଟରେ ସାହାୟ୍ଯ ପ୍ରାର୍ଥନା କର। ତୁମ୍ଭର ପ୍ରାର୍ଥନା ସ୍ବୀକାର କରାୟିବ। ଏଥିରେ ଲଜ୍ଜିତ ହବୋର କିଛି ନାହିଁ।
6 ଏହି ଦୁଃଖୀ ଲୋକଟି ସଦାପ୍ରଭୁଙ୍କ ନିକଟରେ ସାହାୟ୍ଯ ପାଇଁ ପ୍ରାର୍ଥନା କଲା ସଦାପ୍ରଭୁ ତାହା ଶୁଣିଲେ ସେ ମାେତେ ମାରେ ସମସ୍ତ ବିପଦରୁ ଉଦ୍ଧାର କଲେ।
7 ଯେଉଁମାନେ ସଦାପ୍ରଭୁଙ୍କୁ ଉପାସନା କରନ୍ତି, ସଦାପ୍ରଭୁଙ୍କ ଦୂତ ସର୍ବଦା ସମାନଙ୍କେ ପାଖରେ ଥାଆନ୍ତି, ସେ ସମାନଙ୍କେୁ ଉଦ୍ଧାର କରନ୍ତି।
8 ସଦାପ୍ରଭୁ ୟେ ମଙ୍ଗଳମଯ ଏହା ପରୀକ୍ଷା କରି ଦେଖ। ଯେଉଁ ବ୍ଯକ୍ତି ତାଙ୍କର ଶରଣାଗତ ସେ ତାଙ୍କୁ ସମସ୍ତ ସୁଖ ପ୍ରଦାନ କରନ୍ତି ଏବଂ ସେ ପ୍ରକୃତରେ ସୁଖୀ ହବେ।
9 ସଦାପ୍ରଭୁଙ୍କ ପବିତ୍ର ଭକ୍ତଗଣ ପରମେଶ୍ବରଙ୍କ ଉପାସନା କର। ଯେଉଁ ଲୋକମାନେ ପରମେଶ୍ବରଙ୍କ ଉପାସନା କରନ୍ତି, ସମାନେେ ଦରକାର କରୁଥିବା ବସ୍ତୁ ସର୍ବଦା ପାଇଥାନ୍ତି।
10 ଶକ୍ତିଶାଳୀ ଲୋକମାନେ ମଧ୍ଯ ଦୁର୍ବଳ ଭୋକିଲା ହବେେ। କିନ୍ତୁ ଯେଉଁ ଲୋକମାନେ ପରମେଶ୍ବରଙ୍କ ସହାୟତା ପ୍ରାର୍ଥନା କରନ୍ତି, ସମାନଙ୍କେର ସବୁକିଛି ମଙ୍ଗଳ ଘଟିବ।
11 ହେ ପିଲାମାନେ, ଆସ ମାେ କଥା ଶୁଣ। ମୁଁ ତୁମ୍ଭକୁ କିପରି ସଦାପ୍ରଭୁଙ୍କୁ ସମ୍ମାନ କରାୟାଏ ଶିକ୍ଷା ଦବେି।
12 ୟଦି ଜଣେ ବ୍ଯକ୍ତି ଜୀବନକୁ ଭଲ ପାଏ ଏବଂ ସେ ଦୀର୍ଘ ନିରାମଯ ଜୀବନୟାପନ କରିବାକୁ ଇଚ୍ଛା କରେ।
13 ସହେି ବ୍ଯକ୍ତି ପ୍ରଥମେ ମନ୍ଦକଥା କହିବା ବନ୍ଦ କରିବା ଦରକାର ସେ ମିଥ୍ଯା କହିବା ଉଚିତ୍ ନୁହେଁ।
14 ମନ୍ଦ କାର୍ୟ୍ଯ କରିବା ବନ୍ଦ କର। କବଳେ ଉତ୍ତମ କାର୍ୟ୍ଯ କର। ଶାନ୍ତି ପାଇଁ କାର୍ୟ୍ଯ କର। ଶାନ୍ତି ପାଇଲା ପର୍ୟ୍ଯନ୍ତ ଶାନ୍ତି ପଛରେ ଦୌଡ଼।
15 ସଦାପ୍ରଭୁ ଉତ୍ତମ ବ୍ଯକ୍ତିମାନଙ୍କୁ ରକ୍ଷା କରନ୍ତି। ସେ ସମାନଙ୍କେର ପ୍ରାର୍ଥନା ଶୁଣନ୍ତି।
16 କିନ୍ତୁ ସଦାପ୍ରଭୁ ଯେଉଁମାନେ ମନ୍ଦ କାର୍ୟ୍ଯ କରନ୍ତି ସମାନଙ୍କେ ବିରୁଦ୍ଧରେ ୟାଆନ୍ତି। ସେ ସମାନଙ୍କେୁ ସଂପୂର୍ଣ୍ଣ ଭାବେ ଧ୍ବଂସ କରନ୍ତି।
17 ସଦାପ୍ରଭୁଙ୍କୁ ପ୍ରାର୍ଥନା କର ସେ ତୁମ୍ଭ ଡ଼ାକ ଶୁଣିବେ। ସେ ତୁମ୍ଭକୁ ତୁମ୍ଭର ସମସ୍ତ ବିପଦରୁ ଉଦ୍ଧାର କରିବେ।
18 ଯେତବେେଳେ ଲୋକଙ୍କ ଉପରେ ବିପଦ ପଡ଼େ ତା'ପରେ ସମାନେେ ଅହଂକାରୀ ପ୍ରବୃତ୍ତି ବନ୍ଦ କରନ୍ତି। ସଦାପ୍ରଭୁ ସହେି ଶାଚେନୀୟ, ଲୋକମାନଙ୍କ ନିକଟତର ହୁଅନ୍ତି। ସେ ସମାନଙ୍କେୁ ଉଦ୍ଧାର କରନ୍ତି।
19 ଧାର୍ମିକ ବ୍ଯକ୍ତିମାନଙ୍କ ଉପରେ ହୁଏତ ବହୁତ ବିପଦ ଆସିପାରେ କିନ୍ତୁ ସଦାପ୍ରଭୁ ସମାନଙ୍କେୁ ସମାନଙ୍କେର ପ୍ରେତ୍ୟକକ ବିପଦରୁ ଉଦ୍ଧାର କରିବେ।
20 ସଦାପ୍ରଭୁ ସମାନଙ୍କେ ଶରୀରର ଅସ୍ଥିକୁ ରକ୍ଷା କରିବେ ୟପରେିକି ଖଣ୍ଡିଏ ହାଡ଼କୁ ଭାଙ୍ଗିବାକୁ ଦବେେ ନାହିଁ।
21 କିନ୍ତୁ ବିପଦ ସହେି ଦୁଷ୍ଟ ଲୋକମାନଙ୍କୁ ନିଶ୍ଚଯ ବିନଷ୍ଟ କରିବ। ଉତ୍ତମ ବ୍ଯକ୍ତିମାନଙ୍କର ଶତ୍ରୁମାନେ ସମୂଳେ ବିନାଶ ପ୍ରାପ୍ତ ଦବେେ।
22 ସଦାପ୍ରଭୁ, ସହେି ଲୋକମାନଙ୍କର ପ୍ରାଣକୁ ଉଦ୍ଧାର କରିବେ, ଯେଉଁମାନେ ତାଙ୍କୁ ଆରାଧନା କରନ୍ତି। ଯେଉଁ ବ୍ଯକ୍ତିମାନେ ତାଙ୍କ ଉପରେ ନିର୍ଭରଶୀଳ, ସେ କବେେ ହେଲେ ସମାନଙ୍କେୁ ଧ୍ବଂସ ହବୋକୁ ଦବେେ ନାହିଁ।
Copy Rights © 2023: biblelanguage.in; This is the Non-Profitable Bible Word analytical Website, Mainly for the Indian Languages. :: About Us .::. Contact Us
×

Alert

×