Bible Versions
Bible Books

Psalms 93 (ORV) Oriya Old BSI Version

1 ସଦାପ୍ରଭୁ ରାଜା ଅଟନ୍ତି। ସେ ମହିମା ଶକ୍ତି ରୂପକ ବସ୍ତ୍ର ପରିଧାନ କରନ୍ତି। ସେ ନିଜ କଟିରେ ସମଗ୍ର ବିଶା୍ବସକୁ ଧରିଛନ୍ତି। ଏହା ୟପରେି ଟଳମଳ ହାଇେ ୟାଏ।
2 ହେ ପରମେଶ୍ବର, ତୁମ୍ଭର ସିଂହାସନ ଅନନ୍ତକାଳରୁ ରହିଥିଲା, ତୁମ୍ଭେ ସର୍ବଦା ଜୀବିତ ଏବଂ ସର୍ବଦା ଶାସନ କରିବ।
3 ସଦାପ୍ରଭୁ, ସମୁଦ୍ରସବୁ ଘଡ଼ଘଡ଼ି ଭଳି ଧ୍ବନି ବାହାର କଲେ। ସମୁଦ୍ରସବୁ ସମାନଙ୍କେର ଢ଼େଉ ଭାଙ୍ଗି ଗର୍ଜ୍ଜନ କଲେ।
4 ଜଳରାଶିର ଧ୍ବନି ସମୁଦ୍ରର ପ୍ରବଳ ତରଙ୍ଗ ଅପେକ୍ଷା ଉର୍ଦ୍ଧ୍ବସ୍ଥ ସଦାପ୍ରଭୁ ବଳବାନ।
5 ହେ ସଦାପ୍ରଭୁ, ତୁମ୍ଭର ବ୍ଯବସ୍ଥା ସର୍ବଦା ରହିବ। ତୁମ୍ଭର ପବିତ୍ର ମନ୍ଦିର ଚିରସ୍ଥାଯୀ ରହିବ।
Copy Rights © 2023: biblelanguage.in; This is the Non-Profitable Bible Word analytical Website, Mainly for the Indian Languages. :: About Us .::. Contact Us
×

Alert

×